ଅପରାଧଓଡ଼ିଶାଦୁର୍ଘଟଣାଦେଶମୁଖ୍ୟ ଖବର

ଆରଡ଼ି ଆଖଣ୍ଡଳମଣିଙ୍କ ମନ୍ଦିରରେ ସେବାୟତଙ୍କ ଛୁରା ମାଡରେ ଅନ୍ୟ ଜଣେ ସେବାୟତ ଗୁରୁତର

ଆରଡି: ଭଦ୍ରକ ଜିଲ୍ଲା ଆରଡ଼ି ଆଖଣ୍ଡଳମଣିଙ୍କ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ବିଶୃଙ୍ଖଳିତ ସେବାୟତଙ୍କ ଉନ୍ମୁକ୍ତ କାଣ୍ଡ ଘଟାଇଛନ୍ତି।  ସେବାୟତଙ୍କ ଛୁରା ମାଡରେ ଅନ୍ୟ ଜଣେ ସେବାୟତ ଗୁରୁତର ହୋଇଛନ୍ତି। ଛୁରାମାଡ କରିଥିବା ସେବାୟତ ଜଣକ ଥାନାରେ ଅଟକ ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଗତ ୨୩ରେ ୩୩ ଜଣ ବିଶୃଙ୍ଖଳିତ ସେବାୟତଙ୍କ ନାଁରେ ମନ୍ଦିର ପ୍ରଶାସନ ପକ୍ଷରୁ ଏତଲା ହୋଇଥିଲା।

Show More

Related Articles

Back to top button