Breaking PLUSଓଡ଼ିଶାମୁଖ୍ୟ ଖବର

ଅନୁଗୁଳ ସବୁଠୁ ଅଧିକ ଉତ୍ତପ୍ତ

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ରାଜ୍ୟର ୨୭ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ବେଳେ ୧୨ଟି ସହରରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହିଥିବା ରେକର୍ଡ କରାଯାଇଛି। ଆଜି ଅନୁଗୁଳରେ ସର୍ବାଧିକ ୪୪.୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧରେ ୪୪.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବାରିପଦାରେ ପାରଦ ୪୪, ନୟାଗଡ଼ ଓ କଟକରେ ୪୩.୭, ଢେଙ୍କାନାଳରେ ୪୩.୬ ଏବଂ ତାଳଚେର, ଟିଟିଲାଗଡ ଓ ମାଲକାନଗିରିରେ ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button