Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନାମାଙ୍କନ ବେଳେ ଅପରାଜିତା ଓ ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା କରିବା ସହ ନାରାବାଜି କରିଥିଲେ। ବିଜେଡି ସମର୍ଥକମାନେ ଜୟ ଜଗନ୍ନାଥ କହିଥିବା ବେଳେ ଭାଜପା ସମର୍ଥକମାନେ ଜୟ ଶ୍ରୀରାମ କହି ନାରାବାଜି କରିଥିଲେ। ଘଟଣାସ୍ଥଳରେ ଖୋର୍ଦ୍ଧା ଏସ୍‌ପି ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button