ମୁଖ୍ୟ ଖବରରାଜନୀତି

ନଡ୍ଡାଙ୍କୁ ଭେଟିଲେ ଅପରାଜିତା

ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ‌ ଭେଟିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡାଙ୍କୁ ଭେଟି ଦ୍ୱିତୀୟ ବର୍ଷର ରିପୋର୍ଟ କାର୍ଡ ପ୍ରଦାନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ନେଇ ଆଲୋଚନା କରିଥିଲେ l
ଏହି ଅବସରରେ ସାଂସଦ ନଡ୍ଡାଙ୍କ ସହଯୋଗ, ଆଶୀର୍ବାଦ ଏବଂ ମାର୍ଗଦର୍ଶନ କାମନା କରିଛନ୍ତି ।

Show More

Related Articles

Back to top button