Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନାମାଙ୍କନ ଭରିଲେ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର- ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।

Show More

Related Articles

Back to top button