Breaking PLUSଦେଶ ବିଦେଶମୁଖ୍ୟ ଖବର

ବମ୍ୱେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଗଲେ ଅର୍ଣ୍ଣବ ଗୋସ୍ୱାମୀ

ବମ୍ୱେ ହାଇକୋର୍ଟ ଜାମିନ ଖାରଜ କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ରିପବ୍ଲିକ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ । ବମ୍ୱେ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛନ୍ତି ।

ବମ୍ୱେ ହାଇକୋର୍ଟ ଜାମିନ ଖାରଜ କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ରିପବ୍ଲିକ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ । ବମ୍ୱେ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛନ୍ତି ।

ଗତକାଲି ବମ୍ୱେ ହାଇକୋର୍ଟ ଅର୍ଣ୍ଣବଙ୍କୁ ଜାମିନ ଦେବାକୁ ମନା କରିଥିଲେ । ମଧ୍ୟବର୍ତ୍ତିକାଳୀନ ଜାମିନ ଆବେଦନକୁ ଖାରଜ କରିବା ସହ ନିୟମିତ ଜାମିନ ପାଇଁ ସେସନ୍ସ କୋର୍ଟ ଯିବାକୁ କହିଥିଲେ ବମ୍ୱେ ହାଇକୋର୍ଟ । ଏହାପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅର୍ଣ୍ଣବ ଗୋସ୍ୱାମୀ । ସୂଚନା ଅନୁସାରେ- ୨୦୧୮ରେ ଜଣେ ଇଣ୍ଟେରିୟର ଡିଜାଇନରଙ୍କ ଆତ୍ମହତ୍ୟା ମାମଲାରେ ଅର୍ଣ୍ଣବଙ୍କୁ ଗିରଫ କରିଛି ମୁମ୍ୱାଇ ପୋଲିସ । ସେ ଏବେ ୧୪ ଦିନିଆ ବିଚାରବିଭାଗୀୟ ହେପାଜତରେ ଅଛନ୍ତି । ଗତ ୪ ତାରିଖରେ ତାଙ୍କୁ ଗିରଫ କରାଯାଇଥିଲା ।

Show More

Related Articles

Back to top button