Breaking PLUSମୁଖ୍ୟ ଖବର

ଗିରଫ ହେଲେ ଅର୍ଣ୍ଣବ

ଜାତୀୟ ଗଣମାଧ୍ୟମ ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ବୁଧବାର ମୁମ୍ବଇ ପୁଲିସ୍‌ ଉଠାଇ ନେଇଥିବା ସୂଚନା ମିଳିଛି

ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୁଲିସ୍‌ ଜୋର ଦବରଦସ୍ତ ପଶି ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ଅର୍ଣ୍ଣବଙ୍କୁ ଉଠାଇ ନେଇଥିବାବେଳେ ମୁମ୍ବଇ ପୁଲିସ ପାଖରେ କୌଣସି ସମନ୍ କିମ୍ବା କୋର୍ଟ ଦସ୍ତାବିଜ ନ ଥିବା ସୂଚନା ମିଳିଛି।

ଏପରିକି ଅର୍ଣ୍ଣବଙ୍କୁ ଔଷଧ ଖାଇବାକୁ ମଧ୍ୟ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି।ସୂଚନା ଅନୁଯାୟୀ, ୨୦୧୮ ମସିହାର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରିଫ କରାଯାଇଛି। ମହାରାଷ୍ଟ୍ରର ରାୟଗଡ଼ ଜିଲାର ଏକ ମାମଲାରେ ଗିରଫ ହୋଇଥିବା ଜଣାପଡ଼ିଛି।

Tags
Show More

Related Articles

Back to top button
Close