Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେପିରେ ସାମିଲ ହେଲେ ଅରବିନ୍ଦ ଢାଲି

ରବିବାର ବିଜେପିରେ ସାମିଲ ହୋଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଏଥିସହ ତାଙ୍କ ସମର୍ଥକମାନେ ମଧ୍ୟ ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଜେପିରେ ଯୋଗ ଦେଇଛନ୍ତି।ଏଠାରେ ସୂଚନାଯୋଗ୍ୟ, ଜୟଦେବ ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ବିଧାୟକ ହୋଇଥିବା ଅରବିନ୍ଦ ଢାଲି ଶନିବାର ବିଜେଡିରୁ ଇସ୍ତଫା ଦେଥିଲେ। ବି‌ଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ।

Show More

Related Articles

Back to top button