Breaking PLUSଦେଶମୁଖ୍ୟ ଖବରରାଜନୀତି

ଅରବିନ୍ଦର ସିଂହ ଲଭଲୀ ବିଜେପିରେ ସାମିଲ

ନୂଆଦିଲ୍ଲୀ-ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି।
ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର ସିଂହ ଲଭଲୀ ଅସନ୍ତୁଷ୍ଟ ଥିଲେ। ଏହାପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button