Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ

ଭୁବନେଶ୍ୱର- ଭିଜିଲାନ୍ସ ଜାଲରେ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ । ବଲାଙ୍ଗିର ଆୟୁର୍ବେଦିକ କଲେଜ ଆଣ୍ଡ୍‌ ହସ୍ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ 8ଜଣ ଡିଏସପି, 6ଜଣ ଇନସପେକ୍ଟର ଓ ଅନ୍ୟ ସହଯୋଗୀମାନେ ସାମିଲ ହୋଇଛନ୍ତି । ସୁଦର୍ଶନଙ୍କର ପୁରୀ, ସମ୍ବଲପୁର ଓ ବଲାଙ୍ଗିରରେ ଥିବା ବାସଭବନ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ କରିଛି ।

Show More

Related Articles

Back to top button