Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବରିଷ୍ଠ ବିଜେପି ନେତା ରଘୁନାଥ ମହାନ୍ତିଙ୍କୁ ଉପନିର୍ବାଚନ ପାଇଁ ବିଜେପି ପ୍ରଚାର କମିଟିର ଦାୟିତ୍ୱ

ଉପ ନିର୍ବାଚନ ପାଇଁ ବିଜେପିର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ଉଭୟ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ଆଜି ପ୍ରଚାର କମିଟି ଘୋଷଣା କରାଯାଇଛି

ଉପ ନିର୍ବାଚନ ପାଇଁ ବିଜେପିର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ଉଭୟ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ଆଜି ପ୍ରଚାର କମିଟି ଘୋଷଣା କରାଯାଇଛି । ୧୩ ଜଣିଆ ପ୍ରଚାର କମିଟି ଘୋଷଣା କରାଯାଇଥିବା ବେଳେ ରଘୁନାଥ ମହାନ୍ତିଙ୍କୁ ପ୍ରଚାର କମିଟିର ଦାୟିତ୍ୱ ନ୍ୟସ୍ତ କରାଯାଇଛି । ସୂଚନାଯୋଗ୍ୟ, ନଭେମ୍ବର ତିନି ତାରିଖରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ। ନଭେମ୍ବର ୧୦ ତାରିଖରେ ଭୋଟ ଗଣତି ହୋଇ ଫଳ ପ୍ରକାଶ ପାଇବ। କରୋନା କଟକଣା ମଧ୍ୟରେ ମତଦାନ କରିବେ ଭୋଟର ।

Show More

Related Articles

Back to top button