Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣକୁ ବାରଣ

ଭୁବନେଶ୍ୱର- ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣକୁ ବାରଣ କରାଯାଇଛି । ନୋ ଫ୍ଲାଇଂ ଜୋନ୍‌ ସହ ଡ୍ରୋନ୍‌ ଉଡ଼ାଣ ବାରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଗୁଇନ୍ଦା ନିର୍ଦ୍ଦେଶକ । ଆସନ୍ତା ୧୦ ଓ ୧୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରରେ ରୋଡ୍ ସୋ’ ସହ କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ସଭା କରିବେ ପିଏମ ମୋଦି । ସଭାସ୍ଥଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା ପାଇଁ ଗୁଇନ୍ଦା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button