Breaking PLUSଓଡ଼ିଶାମୁଖ୍ୟ ଖବର

ବନକଲାଗି ନୀତି ; ଆସନ୍ତାକାଲି ଜଗା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ଟିକା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button