Breaking PLUSଓଡ଼ିଶାମୁଖ୍ୟ ଖବର
ବସ୍ତିରୁ ବାର୍ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ

ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ । ‘ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ବିନ୍ସିଟିରେ ଅପରାଧ ବଢୁଛି’ ।’ବସ୍ତିରୁ ବାର୍ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ’ ।’ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି’ ।’ଚେକ୍ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ୍ ପ୍ଲାନ୍’ ।’ସହରକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ’ ।’ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି’ ।