ଓଡ଼ିଶା
ଦୁର୍ଗା ପୂଜା ଭସାଣିରେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍ ମନା

କଟକ- ଦୁର୍ଗା ପୂଜା ଭସାଣିରେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍ ମନା । ପ୍ରଶାସନ ସହ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକରେ ଜିଲ୍ଲାପାଳ, ମେୟର୍, ବିଧାୟକ ଓ କମିଟି ସଦସ୍ୟ ସାମିଲ ହୋଇଥିଲେ । ନିଶାମୁକ୍ତ ଭସାଣି, ଡିଜେ ମୁକ୍ତ ରୋଷଣି ଉପରେ ପୁଣି ଗୁରୁତ୍ବ ଦିଆଯାଇଛି ।