Breaking PLUSଓଡ଼ିଶାମୁଖ୍ୟ ଖବର

କ୍ରସରରେ ବଡ ଧରଣର ବିସ୍ଫୋରଣ : ୨ ମୃତ, ୪ ଗୁରୁତର

କ୍ରସରରେ ବଡ ଧରଣର ବିସ୍ଫୋରଣ । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ ।

କ୍ରସରରେ ବଡ ଧରଣର ବିସ୍ଫୋରଣ । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡି-ନାଇଡୁପଲ୍ଲୀ ନିକଟରେ ଥିବା କ୍ରସରରେ ବଡ ଧରଣର ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କୁକୁଡାଖଣ୍ଡି ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୪ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ତେବେ ବିସ୍ଫୋରକ ଗଚ୍ଛିତ ଥିବା ବେଳେ ବିସ୍ଫୋରଣ ହୋଇଥିବା କୁହାଯାଉଛି ।

Show More

Related Articles

Back to top button