Breaking PLUSଓଡ଼ିଶାମୁଖ୍ୟ ଖବର

ଭଦ୍ରକ: ବାଣ ଗୋଦାମରେ ବିସ୍ଫୋରଣ; ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଗୁରୁତରଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button