Breaking PLUSଓଡ଼ିଶାମୁଖ୍ୟ ଖବର

ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର୍‌‌ ୨ ମୃତ, ୨ ଗୁରୁତର

ଭଦ୍ରକ : ଭଦ୍ରକରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏକ କାର୍‌‌ ବିଦ୍ୟୁତ ଖୁଣ୍ଟକୁ ପିଟିବା ପରେ ୨ ଜଣଙ୍କର ମୃତ୍ୟୁ ହେବା ସହ ୨ ଗୁରୁତର ହୋଇଛନ୍ତି। ରାଣୀତାଲ ଛକ ନିକଟରେ ଭାରସାମ୍ୟ ହରାଇ କାର୍‌‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨ ଗୁରୁତରଙ୍କୁ କଟକ ଓ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପଶ୍ଚିମବଙ୍ଗରୁ ଯାତ୍ରୀମାନେ କାର୍‌‌ ଯୋଗେ ଭୁବନେଶ୍ୱର ଆସୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Show More

Related Articles

Back to top button