Breaking PLUSଓଡ଼ିଶାମୁଖ୍ୟ ଖବର

ମୁହଁରେ ମାସ୍କ ପିନ୍ଧି ମଣ୍ଡିରେ ଜିଲ୍ଲାପାଳ

ଭଦ୍ରକ:  ମଣ୍ଡି ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ଛାଟ।  ମୁହଁରେ ମାସ୍କ ପିନ୍ଧି ମଣ୍ଡିରେ ପହଞ୍ଚିଲେ। ଆଉ ଚାଷୀ ମାନଙ୍କୁ ଧାନ ବିକ୍ରି କଥା କହିଥିଲେ। ଏହା ଶୁଣି ୮ କେଜି କଟନୀଛଟନୀ ହେବ ବୋଲି ମଣ୍ଡି ଅଧିକାରୀ କହିଥିଲେ। ତେବେ ହାଫ୍ ପ୍ୟାଣ୍ଟ ପିନ୍ଧା ମଣିଷ ଜଣକ ଚାଷୀ ନଥିଲେ , ସେ ଥିଲେ ଜିଲ୍ଲାପାଳ। ଭଦ୍ରକ ଜିଲ୍ଲାପାଳ ଚାଷୀ ବେଶରେ ମଣ୍ଡି ପରିଦର୍ଶନ କରିବା ସମୟରେ ବହୁ ଅବ୍ୟବସ୍ଥା ସାମ୍ନାକୁ ଆସିଥିଲା। ଏହାକୁ ଦେଖି ରାଗି ଯାଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଏବଂ ସମ୍ପୃକ୍ତ ମଣ୍ଡି ଅଧିକାରୀଙ୍କୁ ସୋ କଜ୍ ନୋଟିସ୍ ଜାରି କରିଛନ୍ତି।

Show More

Related Articles

Back to top button