Breaking PLUSଓଡ଼ିଶାମୁଖ୍ୟ ଖବର
ନାମାଙ୍କନ ପତ୍ର ଦାଖଲ କଲେ ଭର୍ତ୍ତୃହରି ମହତାବ

କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି ଭର୍ତ୍ତୃହରି ଆଜି କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି।