Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୃହରି ମହତାବ

ଭୁବନେଶ୍ୱର- ବିଜେଡିରୁ ଇସ୍ତଫା ଦେଇଛନ୍ତି ଭର୍ତ୍ତୃହରି ମହତାବ । ସେ ନିଜର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି । ସେ କହିଛନ୍ତି ଯେ, ବିଜୁ ଜନତା ଦଳ ଗଠନ ଆରମ୍ଭରୁ ମୁଁ ଦଳ ସହ ସମ୍ପୃକ୍ତ, ଯାହାର ସମୃଦ୍ଧିରେ ମୋର ମଧ୍ୟ କିଛି ଅବଦାନ ରହିଛି, ଆଜି ସେହି ଦଳରୁ ଭଗ୍ନହୃଦୟରେ ସମ୍ପର୍କ ଛିନ୍ନ କରିବାକୁ ବାଧ୍ୟ ହେଉଛି ।

Show More

Related Articles

Back to top button