Breaking PLUSଓଡ଼ିଶାମୁଖ୍ୟ ଖବର

କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା

ଭିତରକନିକା ଜାତୀୟ ଉଦ୍ୟାନରେ କୁମ୍ଭୀର ଗଣନା କରାଯିବ। ଚଳିତ ମାସ ୧୪ ତାରିଖରୁ ୨୨ ପର୍ଯ୍ୟନ୍ତ ଗଣନା କରାଯାଉଥିବାରୁ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନବିଭାଗ ସୂତ୍ରରୁ ଜଣାପଡ଼ିଛି। ଏହି ସମୟରେ ଭିତରକନିକାକୁ ଆସୁଥିବା ପର୍ଯ୍ୟଟକଙ୍କୁ ଆସିବାକୁ ବାରଣ କରାଯାଇଛି।

Show More

Related Articles

Back to top button