Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରରେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଭୁବନେଶ୍ୱର ଟଙ୍କପାଣି ରୋଡ ଠାରେ ସ୍ୱେରେଜ କାମ ଚାଲିଥିବା ସମୟରେ ଅଘଟଣ ଘଟିଛି । ଏଥିରେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି

ଭୁବନେଶ୍ୱର ଟଙ୍କପାଣି ରୋଡ ଠାରେ ସ୍ୱେରେଜ କାମ ଚାଲିଥିବା ସମୟରେ ଅଘଟଣ ଘଟିଛି । ଏଥିରେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ଗୁରୁତର ଅବସ୍ଥାରେ ୨ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲ ନିଆଯାଇଥିଲା । କ୍ୟାପିଟାଲ ହସ୍ପିଟାଲରେ ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।

Show More

Related Articles

Back to top button