Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା ହେବ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ ଖୋର୍ଦ୍ଧାର ଭରତପୁର ନିକଟରେ ଏକ ବୋଲେରୋରେ ବିପୁଳ ପରିମାଣର ଗଞ୍ଜେଇ ଚେରାଚାଲାଣ ହେଉଥିବାର ଖବର ମିଳିଥିଲା

ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା ହେବ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ ଖୋର୍ଦ୍ଧାର ଭରତପୁର ନିକଟରେ ଏକ ବୋଲେରୋରେ ବିପୁଳ ପରିମାଣର ଗଞ୍ଜେଇ ଚେରାଚାଲାଣ ହେଉଥିବାର ଖବର ମିଳିଥିଲା । ଏହାପରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା । ଉକ୍ତ ବୋଲେରୋରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯିବା ସହ ଏହି ମାମଲାରେ ଜଣଙ୍କୁ ଗିରଫ କରାଯାଇଥିବାର ସୂଚନା ମିଳିଛି ।

Show More

Related Articles

Back to top button