Breaking PLUSଓଡ଼ିଶାମୁଖ୍ୟ ଖବର

ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ୱର- ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି କର୍ମୀ। ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ପକ୍ଷରୁ ସୋମବାର ଭୁବନେଶ୍ଵର ଲୋୟର ପିଏମଜିରେ ଗଣଧାରଣା ଓ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି, ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ସମେତ ୧୧ ଦଫା ଦାବିରେ ହଜାର ହଜାର ସଂଖ୍ୟକ ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକା ଏକ ବିରାଟ ପଟୁଆରରେ ବିଧାନସଭା ଅଭିମୁଖେ ଯାତ୍ରା କରିଛନ୍ତି।

Show More

Related Articles

Back to top button