Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଧାନୀରୁ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀ ଭୁବନେଶ୍ୱରରୁ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ତେବେ ଚିହ୍ନଟଙ୍କ ମଧ୍ୟରୁ ୧୭୩ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୧୫୯ ଜଣ ସ୍ଥାନୀୟ ସଂକ୍ରମଣ ଅଟନ୍ତି ।

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ତେବେ ଚିହ୍ନଟଙ୍କ ମଧ୍ୟରୁ ୧୭୩ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୧୫୯ ଜଣ ସ୍ଥାନୀୟ ସଂକ୍ରମଣ ଅଟନ୍ତି । ସେଭଳି ଆଜି ମୋଟ ୧୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୭୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭୨୬ ଜଣ ସୁସ୍ଥ ଅଛନ୍ତି । ୩୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧୬୨ ଟି କେସ ସକ୍ରିୟ ରହିଛି ।

Show More

Related Articles

Back to top button