ଓଡ଼ିଶା

ରାଜଧାନୀରୁ ଆଜି ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀ ଭୁବନେଶ୍ୱରରୁ ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୧୧୪ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି।

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୧୧୪ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି । ସେଭଳି ଆଜି ମୋଟ ୧୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୭୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୬୩ ଜଣ ସୁସ୍ଥ ଅଛନ୍ତି । ୩୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୯୯୪ ଟି କେସ ସକ୍ରିୟ ରହିଛି ।

Show More

Related Articles

Back to top button