Breaking PLUSଦେଶମୁଖ୍ୟ ଖବରରାଜନୀତି

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ୍

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଭୂପେନ୍ଦ୍ର ପଟେଲ୍ । ଆଜି ବିଧାୟକ ଦଳର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଗତ ଶନିବାର ବିଜୟ ରୁପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, ଏହାପରେ ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ନେଇ ମନ୍ଥନ ଚାଲିଥିଲା । ଆଜି ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ରଙ୍କ ନାଁ ଉପରେ ମୋହର୍ ଲାଗିଛି ।

 

 

Show More

Related Articles

Back to top button