Breaking PLUSଦେଶମୁଖ୍ୟ ଖବର

ବିଜାପୁରରେ ବଡ ଏନକାଉଂଟର, 8 ନକ୍ସଲ ନିହତ

ବିଜାପୁର- ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି। ଗାଙ୍ଗଲୁର ଥାନା ପଡିଆ ଜଙ୍ଗଲରୁ ଗୁଳିବିନିମୟ ହୋଇଥିବା ସୂଚନା ରହିଛି । ଅପେରଶନରେ ପ୍ରାୟ ୧୨ଶହ ଯବାନ ସାମିଲ ଥିବା ଜଣାପଡିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button