Breaking PLUSଓଡ଼ିଶାମୁଖ୍ୟ ଖବର

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର- ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି । ଏନେଇ ସୂଚନା ଦେଇଛନ୍ତି ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ  । ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି  । ବିଜୁ ଜୟନ୍ତୀରେ ଏହାକୁ ପ୍ରସଙ୍ଗ କରିଥିଲା ବିଜେପି ।

Show More

Related Articles

Back to top button