Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର- ଆଜିଠାରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହୋଇଛି। ବିଦେଶାଗତ ପକ୍ଷୀଙ୍କ ଗଣନା ଲାଗି ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡା ଓ ଚଲିକା ରେଞ୍ଜ ଲାଗି ୨୧ଟି ଟିମ୍ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍‌ରେ ୫ରୁ ୬ ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି । ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ପକ୍ଷୀ ଗଣନା ସରିବା ଯାଏ ଚିଲିକାରେ ପର୍ଯ୍ୟଟକଙ୍କ ଲାଗି ବୋଟ୍ ଚଳାଚଳ ବନ୍ଦ ରହିବ । ଚିଲିକାକୁ ପ୍ରାୟ ୧୧୮ ପ୍ରଜାତିର ୯ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ ହୋଇଥିବା ବନ ବିଭାଗ ଆକଳନ କରିଛି।

Show More

Related Articles

Back to top button