Breaking PLUSଖେଳଦେଶ ବିଦେଶମୁଖ୍ୟ ଖବର

ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଟିମରେ ଓଡ଼ିଶାରୁ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା ସାମିଲ

ଦୁଇ ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଅଲିମ୍ପିକ୍ସ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଦଳ ଘୋଷଣା ହୋଇଛି । ୧୫ ଜଣିଆ ଟିମରେ ଅଛନ୍ତି ଦୁଇ ଓଡ଼ିଆ ।

ଦୁଇ ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଅଲିମ୍ପିକ୍ସ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଦଳ ଘୋଷଣା ହୋଇଛି । ୧୫ ଜଣିଆ ଟିମରେ ଅଛନ୍ତି ଦୁଇ ଓଡ଼ିଆ । ଗତକାଲି ମହିଳା ଦଳରେ ଓଡ଼ିଆ ଖେଳାଳି ଦୀପଗ୍ରେସ ଏକ୍କା ସାମିଲ ହୋଇଥିଲେ । ଏଥର ଟୋକିଓ ଅଲିମ୍ପିକ୍ସ ପାଇଁ ଉଭୟ ପୁରୁଷ ଓ ମହିଳା ହକି ଟିମରେ ସ୍ଥାନ ପାଇଛନ୍ତି ତିନି ଜଣ ଓଡ଼ିଆ ଖେଳାଳି ।

Show More

Related Articles

Back to top button