Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲା ପାଇଁ ବିଜେଡିର ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର – କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲା ପାଇଁ ପ୍ରତାପ ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପ୍ରଦାନ କରିଥିବା ବେଳେ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ସଞ୍ଜୟ ଦାସ ବର୍ମାଙ୍କୁ ଦାୟିତ୍ୱ ମିଳିଛି । ଏନେଇ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।

Show More

Related Articles

Back to top button