Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୁଦ୍ଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଠାରେ ଫେରାଦ ହେଲେ ବିଜେଡି

ଭୁବନେଶ୍ୱର- ପ୍ରଶାନ୍ତ ଜଗଦ୍ଦେବଙ୍କ ହିଂସାତ୍ମକ ଆଚରଣ ନେଇ ଆଜି ବିଜେଡି ରାଜ୍ୟ ମୁଖ୍ୟ ନିର୍ବାଚନଙ୍କ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି। ଗତକାଲି ଖୋର୍ଦ୍ଧା ଛଣଗିରିରେ ବିଧାୟକଙ୍କ କାର୍ଯ୍ୟକଳାପ ସମ୍ପର୍କରେ ବିଜେଡି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛି। ଖୋର୍ଦ୍ଧା ଛଣଗିରିରେ ସେ ସାଧାରଣ ଲୋକଙ୍କୁ ଆକ୍ରମଣ କରିବା ସହ ଜଣେ ସାମ୍ବାଦିକଙ୍କୁ ମଧ୍ୟ ଆକ୍ରମଣ କରିଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button