Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର-ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ଭୁବନେଶ୍ୱର ଲୋକସଭା ଆସନରୁ ମନ୍ମଥ ରାଉତରାୟ ପ୍ରାର୍ଥୀ ହୋଇଛନ୍ତି । ଏଠାରେ ବିଜେପିରୁ ଅପରାଜିତା ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ସୁନ୍ଦରଗଡରୁ ଶ୍ରୀ ଦୀଲିପ ତିର୍କୀ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁରରୁ ପ୍ରଦୀପ ମାଝି, ଆସିକାରୁ ରଞ୍ଜିତା ସାହୁ, କଳାହାଣ୍ଡିରୁ ଲମ୍ବୋଧର ନିଆଲ ଏବଂ କୋରାପୁଟରୁ କୌଶଲ୍ୟା ହିକ୍କକା ଟିକେଟ ଦେଇଛି ବିଜେଡି ।

Show More

Related Articles

Back to top button