Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହାଇଛନ୍ତି । ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚନ ଲଢୁଥିବା ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ନିର୍ବାଚନରେ ନିୟୋଜିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନାଲି ଆଖି ଦେଖାଉଥିବା ନେଇ ସିଇଓଙ୍କ ନିକଟରେ ଫେରାଦ ହୋଇଛି ବିଜେଡି। ସରକାରୀ ଅଫିସରମାନେ ପ୍ରଦୀପ ପାଣିଗ୍ରାହୀଙ୍କ କଥା ନମାନିଲେ ତାଙ୍କୁ ବଦଳି କରିବା ପାଇଁ ଧମକ ଦେଉଛନ୍ତି। ସେଥିପାଇଁ ପ୍ରଦୀପଙ୍କ ବିରୋଧରେ ସିଇଓଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି।

Show More

Related Articles

Back to top button