Breaking PLUSଓଡ଼ିଶାମୁଖ୍ୟ ଖବର

ବିଧାନସଭାରେ ବିଜେଡିର ତୁମୂଳକାଣ୍ଡ

ଭୁବନେଶ୍ୱର- ଆଜି ବିଧାନସଭାରେ ବିଜେଡିର ତୁମୁଳକାଣ୍ଡ  । ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିକରି ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଚଢ଼ିଲେ ବିଜେଡି ବିଧାୟକ।
ବିଧାନସଭାରେ ମହିଳା ବାଚସ୍ପତିଙ୍କ ପୋଡିୟମ୍ ଦଖଲ କରିବାକୁ ବିଜେଡି ପକ୍ଷରୁ ଉଦ୍ୟମ କରାଯାଇଛି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଗଲେ।

Show More

Related Articles

Back to top button