Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର- ଶନିବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି।
ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ୍‌, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସ୍କେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ।

Show More

Related Articles

Back to top button