Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଓ ବିଜେଡି କର୍ମୀ ମୁହାଁମୁହିଁ

ବ୍ରହ୍ମପୁର ରାସ୍ତାରେ ହାଇଡ୍ରାମା

() ଗୋପାଳପୁର ବିଧାୟକ ହଟହଟା । ବ୍ରହ୍ମପୁର ରାସ୍ତାରେ ହାଇଡ୍ରାମା। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବ୍ରହ୍ମପୁର ଲାଞ୍ଜିପଲ୍ଲୀ ଛକରେ ଅଟକାଇ ଆକ୍ରମଣ ପାଇଁ ଉଦ୍ୟମ କଲେ ସ୍ଥାନୀୟ ବିଜେଡି ନେତା। ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକମାନଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଛି। ପୁଲିସ ଉପସ୍ଥିତିରେ ପିଟାପିଟି ହୋଇଛି। ପ୍ରଦୀପ ପାଣିଗ୍ରାହୀଙ୍କ କାର୍ ଉପରକୁ ଅଣ୍ଡାମାଡ଼ କରାଯାଇଛି।

Show More

Related Articles

Back to top button