Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ଜାଣନ୍ତୁ କାହାକୁ ମିଳିଲା ବିଜେପି ଟିକଟ୍

ଆସନ୍ତା ନଭେମ୍ୱର 3 ତାରିଖରେ ବାଲେଶ୍ବର ସଦର, ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି ଦଳ

ଆସନ୍ତା ନଭେମ୍ୱର 3 ତାରିଖରେ ବାଲେଶ୍ବର ସଦର, ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି ଦଳ । ବାଲେଶ୍ୱର ସଦର ଆସନ ପାଇଁ ଦିବଙ୍ଗତ ବିଧାୟକ ମଦନ ମୋହନ ଦତ୍ତଙ୍କ ପୁତ୍ର ମାନସ ଦତ୍ତଙ୍କୁ ପ୍ରାର୍ଥୀ କରିଛି ବିଜେପି ଦଳ । ସେହିଭଳି ତିର୍ତ୍ତୋଲ ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ରାଜ କିଶୋର ବେହେରାଙ୍କୁ ପ୍ରାର୍ଥୀ କରିଛି ରାଜ୍ୟ ବିଜେପି ଦଳ ।

Show More

Related Articles

Back to top button