Breaking PLUSଦେଶମୁଖ୍ୟ ଖବର

ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ

ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଛି।ବିଜେପି ଏକତରଫା ବିଜୟ ମୁହାଁ ହୋଇଛି। ବିଜେପିର ଯାଦୁ କାମ କରିଛି।ହଟ୍ ସିଟ୍‌ରେ ଆପ୍‌ର ସ୍ଥିତି ଖରାପ ରହିଛି। ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପ୍ରବେଶ ବର୍ମାଙ୍କଠାରୁ ଅରବିନ୍ଦ କେଜରିୱାଲ ପରାଜିତ ହୋଇଛନ୍ତି। ଜଙ୍ଗପୁରା ଆସନରୁ ମନୀଷ ସିସୋଦିଆ ୬୭୫ ଭୋଟରେ ପରାସ୍ତ ହୋଇଛନ୍ତି। ବିଜେପିର ତରବିନ୍ଦର ସିଂହ ଏଠାରୁ ବିଜୟ ହାସଲ କରିଛନ୍ତି।

Show More

Related Articles

Back to top button