Breaking PLUSଓଡ଼ିଶାମୁଖ୍ୟ ଖବର

ଶିମିଳିପାଳରେ ହେବ କଳାବାଘ ସଫାରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଖୁବ୍‌ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ ଜିଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପରିସରରେ କଳାବାଘ ସଫାରୀ କରାଯିବ। ପର୍ଯ୍ୟଟକ ଓ ଦର୍ଶକମାନେ ଏହି ବିରଳ ପ୍ରଜାତିର ବାଘମାନଙ୍କୁ ଦେଖିବାର ସୁଯୋଗ ପାଇପାରିବେ। ଏଠାରେ ସୂଚନାଯୋଗ୍ୟ, ଶିମିଳିପାଳ ଅଭୟାରଣ୍ୟରେ କଳାବାଘଙ୍କ ଗିତିବିଧି ଉପରେ ବନ ବିଭାଗ ସ୍ବତନ୍ତ୍ର ନଜର ରଖିଛି।

Show More

Related Articles

Back to top button