Breaking PLUSଦେଶ ବିଦେଶମନୋରଞ୍ଜନମୁଖ୍ୟ ଖବର

କରୋନା କବଳରେ ବଲିଉଡ ଷ୍ଟାର ଅକ୍ଷୟ କୁମାର

କରୋନା କବଳରେ ମାୟାନଗରୀ । ଜଣଙ୍କ ପରେ ଜଣେ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି ।

କରୋନା କବଳରେ ମାୟାନଗରୀ । ଜଣଙ୍କ ପରେ ଜଣେ ସେଲିବ୍ରିଟି କରୋନା ସଂକ୍ରମିତ ହେଉଛନ୍ତି । ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି । ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ଅକ୍ଷୟ କୁମାର । ଆଜି ସକାଳୁ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଥିଲା । ଏହାପରେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା କହିଛନ୍ତି । ନିକଟ ଅତୀତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଇବା ପାଇଁ କହିଛନ୍ତି ଅକ୍ଷୟ କୁମାର ।

Show More

Related Articles

Back to top button