Breaking PLUSଦେଶମୁଖ୍ୟ ଖବର

ଖାଇକୁ ଖସିଲା ବସ୍, 8 ମୃତ

ନୈନିତାଲ : ନୈନିତାଲ ନିକଟରେ ବେତାଲଘାଟ କ୍ଷେତ୍ରର ମଲ୍ଲା ଗାଁ ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ପିକ୍ଅପ୍ ୨୦୦ ମିଟର ଗଭୀର ଖାଇକୁ ଖସି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଚାଳକଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତି କରାଯାଇଛି। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ ଟିମ୍ ଘଟଣାସ୍ଥଳରେ ପହଂଚିବା ସହ ସ୍ଥାନୀୟ ଲୋକଙ୍କ ସହାୟତାରେ ସଭିଁଙ୍କୁ ଉଦ୍ଧାର କରିଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Show More

Related Articles

Back to top button