Breaking PLUSଓଡ଼ିଶାମୁଖ୍ୟ ଖବର

ସକାଳ ସାଢେ ୮ଟା ସୁଦ୍ଧା ୩୬ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ତାତି ସାଙ୍ଗକୁ ହେଉଛି ଗୁଳୁଗୁଳି। ଶନିବାର ସକାଳ ସାଢେ ୮ଟା ସୁଦ୍ଧା ୩୬ ଡିଗ୍ରୀ ଟପିଲା ତାପମାତ୍ରା। ୩୬.୮ ଡିଗ୍ରୀ ସହ ତାଳଚେରର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ୩୬, ଭୁବନେଶ୍ୱର ଓ ଜଗତସିଂହପୁର ୩୩.୪, କଟକ ୩୩ ଡିଗ୍ରୀ ରେକର୍ଡ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button