Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଉପନିର୍ବାଚନ ପାଇଁ ଆଜିଠାରୁ ଭର୍ଚୁଆଲ୍ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନଭେମ୍ବର ୩ ତାରିଖରେ ହେବାକୁ ଥିବା ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି।

ନଭେମ୍ବର ୩ ତାରିଖରେ ହେବାକୁ ଥିବା ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତ ଜୋରଦାର ହେଉଛି । ଉଭୟ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ଭର୍ଚୁଆଲ ପ୍ରଚାର କରିବେ। ମିଳିଥିବା ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ବୁଧବାର ତିର୍ତ୍ତୋଲ ବିଧାନସଭା ଏବଂ ୨୯ ତାରିଖରେ ବାଲେଶ୍ୱର ଉପନିର୍ବାଚନ ପାଇଁ ପ୍ରଚାର କରିବେ ।

Show More

Related Articles

Back to top button