Breaking PLUSଓଡ଼ିଶାମୁଖ୍ୟ ଖବର

ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପିତ

ଭୁବନେଶ୍ୱର-ବିଧାନସଭା ଶୀତକାଳୀନ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। ଏହାରି ମଧ୍ୟରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଆସନ୍ତା ସୋମବାର (୨୦୨୪ ଡିସେମ୍ବର ୯) ପୂର୍ବାହ୍ଣ ୧୦ଟା ୩୦ ଯାଏଁ ମୁଲତବି ଘୋଷଣା କରିଛନ୍ତି।

Show More

Related Articles

Back to top button