Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦୁଝର ଜିଲ୍ଲା ଖଣିଜ ପାଣ୍ଠି ନେଇ ସମୀକ୍ଷା କରିବ କେନ୍ଦ୍ରୀୟ ଟିମ୍

ପିଏମ୍‌ ଅର୍ଥନୈତିକ ପରାମର୍ଶଦାତା ପରିଷଦ ଟିମ୍‌ଙ୍କ ଓଡ଼ିଶା ଗସ୍ତ । ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ୨ ଜଣିଆ କେନ୍ଦ୍ରୀୟ ଟିମ୍  । ଆଜିଠୁ ୨୩ ତାରିଖ ଯାଏଁ କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ  । କେନ୍ଦୁଝର ଜିଲ୍ଲା ଖଣିଜ ପାଣ୍ଠି ନେଇ ସମୀକ୍ଷା କରିବ ଟିମ୍  । କେନ୍ଦୁଝରରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button