Breaking PLUSଓଡ଼ିଶାପୂଜା ପାର୍ବଣ

ଚୈତ୍ର କୃଷ୍ଣ ପକ୍ଷ ତିଥୀରେ ଶ୍ରୀଜୀଉଙ୍କ ବନକଲାଗି

ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ‘ବନକଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ଅନୁଷ୍ଠିତ ହେବ । ଏନେଇ ଦ୍ବିପ୍ରହର ଧୂପ ଅର୍ଥାତ ଅପରାହ୍ନ ସାଢେ ଚାରିଟାରୁ ରାତି ସାଢେ ଆଠଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Show More

Related Articles

Back to top button