Breaking PLUSଓଡ଼ିଶାମୁଖ୍ୟ ଖବର

କୋରାପୁଟ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର- ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Show More

Related Articles

Back to top button